Masthead

ଲୋକାର୍ପିତ ହେଲା ପରିକ୍ରମା ପ୍ରକଳ୍ପ

ପୁରୀ (ବଡ଼ ଖବର ବ୍ୟୁରୋ): ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଲୋକାର୍ପଣ ପୂର୍ବରୁ ବରଣୀୟ ବ୍ରାହ୍ମଣମାନଙ୍କ ଦ୍ୱାରା ପଂଚ କସାୟନରେ ପରିକ୍ରମା ପ୍ରକଳ୍ପ ଫଳକ ଏବଂ ପଥକୁ ଶୋଧ କରାଯାଇଥିଲା । ଏହର ପୂର୍ବରୁ ଦିନ ୧୨ଟାରେ ବେଦପାଠ ପୂର୍ବକ ଶ୍ରୀନଅରରୁ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞସ୍ଥଳକୁ ବିଜେ କରି ଯଜ୍ଞକୁଣ୍ଡରେ ଆହୁତି ପ୍ରଦାନ କରିଥିଲେ । ୩ଦିନ ଧରି ଚାଲିଥିବା ମହାଯଜ୍ଞଙ୍କରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି