Masthead

୪୫୦ରୁ ଅଧିକ ଆସନରେ ଲଢିବ ବିଜେପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ନିର୍ବାଚନକୁ ନେଇ ଆକ୍ସନ ମୋଡ଼ରେ ବିଜେପି । ୨୦୨୪ ନିର୍ବାଚନରେ ବିଜେପି ୨୦୧୯ର ରେକର୍ଡ ଭାଙ୍ଗିବାର ଲକ୍ଷ୍ୟ ରଖିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଏବଂ ଜମ୍ମୁ-କଶ୍ମୀରରେ ଧାରା ୩୭୦ ରଦ୍ଦ, ଜାନୁଆରୀ ୨୨ ରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଏବଂ ଦେଶର ବିକାଶ କାର୍ଡକୁ ଆଧାର କରି ଦଳ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଛି।

ଗୋଟିଏ ପଟେ କଂଗ୍ରେସ ପାର୍ଟି ନେତୃତ୍ୱାଧିନ ଇଣ୍ଡିଆର ସହଯୋଗୀ ଦଳ ପ୍ରାୟ ୩୦୦ ଟି ଆସନରେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଥିବାବେଳେ ୨୦୨୪ରେ ବିଜେପି ୪୫୦ରୁ ଅଧିକ ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା କରିଛି। ୨୦୧୯ ନିର୍ବାଚନ ଫଳାଫଳରେ ବିଜେପି ୩୦୩ ଟି ଆସନ ଜିତିଥିଲା। ୨୦୧୯ ଲୋକସଭା ନିର୍ବାଚନରେ ବିଜେପି ୪୩୬ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରି ୩୦୩ ଟି ଆସନ ଜିତିଥିଲା । ୩୭.୭ପ୍ରତିଶତ ଭୋଟ ପାଇ ୨୨.୯ କୋଟି ଭୋଟ ହାସଲ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’