Masthead

ନମିତା ଅଗ୍ରଓ୍ୱାଲଙ୍କ ଭଜନକୁ ଶେୟାର କଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆସନ୍ତା ୨୨ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଏହାକୁ ନେଇ ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ସମସ୍ତେ ରାମଲାଲାଙ୍କ ଆଗମନକୁ ଅପେକ୍ଷା କରିଛନ୍ତି। ଏହି ଅବସରରେ ଓଡ଼ିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ନମିତା ଅଗ୍ରଓ୍ବାଲ ପ୍ରଭୁ ଶ୍ରୀରାମଙ୍କ ପାଇଁ ଏକ ସୁନ୍ଦର ଭଜନ ଗାଇଛନ୍ତି ।

ସେହି ଭଜନଟି ଏତେ ସୁନ୍ଦର ହୋଇଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେହି ଭିଡିଓକୁ ଏକ୍ସରେ ଶେୟାର କରିଛନ୍ତି। ଭିଡିଓ ଶେୟାର କରି ସେ କହିଛନ୍ତି, ଭାରତର ପ୍ରତ୍ୟେକ କୋଣରେ ପ୍ରଭୁ ଶ୍ରୀ ରାମଙ୍କ ପ୍ରତି ଭକ୍ତି ଅଛି। ପ୍ରତ୍ୟେକ ଭାଷାରେ ମଧ୍ୟ ଆପଣ ତାଙ୍କ ପାଇଁ ଉତ୍ସର୍ଗୀକୃତ ଅନେକ ଭଜନ ପାଇବେ।

ଓଡିଆରେ ଏହିପରି ଗୋଟିଏ ପ୍ରୟାସ ହୋଇଛି। ପ୍ରଧାନମନ୍ତ୍ରୀ ଶେୟାର କରିଥିବା ଭିଡିଓର ଶୀର୍ଷକଟି ହେଉଛି, ଅଯୋଧ୍ୟା ନଗରୀ ନାଚେ ରାମଙ୍କୁ ପାଇ। ଏହା ପରେ ବିଭିନ୍ନ ମହଲେ ନମିତା ଅଗ୍ରଓ୍ୱାଲଙ୍କ ଏହି ଭଜନକୁ ପ୍ରଶଂସା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ