Masthead

 କ’ଣ ପ୍ରଧାନମନ୍ତ୍ରୀ ଦେଶର ଏକମାତ୍ର ହିନ୍ଦୁ?: ଅଧୀରରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କ’ଣ ପ୍ରଧାନମନ୍ତ୍ରୀ ଦେଶର ଏକମାତ୍ର ହିନ୍ଦୁ? ଏଭଳି ପ୍ରଶ୍ନ କରିଛନ୍ତି ପଶ୍ଚିମବଙ୍ଗ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ। ରାଜନୈତିକ ଉଦ୍ଦେଶ୍ୟ ରଖି ଭଗବାନଙ୍କ ନାମକୁ ବିଜେପି ବ୍ୟବହାର କରି ତାଙ୍କୁ ଅପମାନିତ କରୁଥିବା ସେ ଅଭିଯୋଗ କରିଛନ୍ତି। ତେବେ ପ୍ରଭୁ ରାମଙ୍କ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ୟ୍ୟକ୍ରମରେ ଯୋଗଦେବା ଲାଗି କଂଗ୍ରେସ ସମେତ ‘ଇଣ୍ଡିଆ’ ମେଣ୍ଟର ଅଧିକାଂଶ ଦଳ ମନା କରିଦେଇଥିଲେ।

ଏଥିଲାଗି ଅଧୀରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ଅଧୀର କହିଛନ୍ତି, ଯଦି ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହର ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରି ଆମକୁ ହିନ୍ଦୁ ବିରୋଧୀ କୁହାଯାଏ, ତେବେ ଶଙ୍କରାଚାର୍ୟ୍ୟଙ୍କୁ କ’ଣ କୁହାଯିବ? ପ୍ରଧାନମନ୍ତ୍ରୀ ଦେଶର ଏକମାତ୍ର ହିନ୍ଦୁ କି? ସେ ରାମ ଅବତାର ହେବାକୁ ଚାହୁଁଛନ୍ତି। ବିଜେପି ରାଜନୈତିକ ଉଦ୍ଦେଶ୍ୟ ରଖି ରାମଙ୍କ ନାମକୁ ଅପମାନ କରୁଛନ୍ତି ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର