Masthead

ମଣିପୁରରେ ଥମୁନି ହିଂସା, ୫ ମୃତ

ମଣିପୁର(ବଡ଼ ଖବର ବ୍ୟୁରୋ): ମଣିପୁରରେ ପୁଣି ଥରେ ଦେଖାଦେଇଛି ହିଂସା । ରାଜ୍ୟର ବିଭିନ୍ନ ଜିଲାରେ ହୋଇଥିବା ହିଂସାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ତିନିଜଣ ସୁରକ୍ଷା କର୍ମଚାରୀ ଆହତ ହୋଇଛନ୍ତି। ଗୁରୁବାର ସକାଳେ ରାଜ୍ୟର ଅନେକ ସ୍ଥାନରେ ତୀବ୍ର ଓ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଅପରାହ୍ନ ପ୍ରାୟ ୨ଟାରେ ବିଷ୍ଣୁପୁର ଜିଲ୍ଲାର ନିଙ୍ଗଥୋଙ୍ଗ ଖା ଖୁନୌରେ ଉଗ୍ରବାଦୀମାନେ ଚାରିଜଣଙ୍କୁ ହତ୍ୟା କରିଥିଲେ। ସେପଟେ ଉଗ୍ରବାଦୀମାନେ ଇମ୍ଫାଲ ପଶ୍ଚିମ ଜିଲ୍ଲାର କଙ୍ଗଚୁପରେ ଗୁଳି ଚଳାଇଥିଲେ, ଯେଉଁଥିରେ ୨୩ ବର୍ଷିୟ ମେତେଇ ତଖେଲମ୍ବମ ମନୋରଂଜନଙ୍କ ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ