Masthead

ଟାର୍ଗେଟରେ ଏସଏଚଜି ମହିଳା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନ ପାଇଁ ବିଜେପିର ରଣନୀତି। ଟାର୍ଗେଟରେ ଏସଏଚଜି ମହିଳା। ମହିଳା ଭୋଟର ନେବେ ନିର୍ଣ୍ଣାୟକ ଭୂମିକା। ନିର୍ବାଚନ ପୂର୍ବରୁ ସମସ୍ତ ଦଳର ମାଷ୍ଟରପ୍ଲାନ। ବିଜେଡି ମହିଳା ଭୋଟକୁ କାଟିବା ଲକ୍ଷ୍ୟରେ ବିଜେପି। ବିଜେଡିର ବଳ ଏସଏସଜି ମହିଳା ଭୋଟର। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି ଶକ୍ତି ବନ୍ଦନ କର୍ମଶାଳା ।

ଏଥିରେ କେନ୍ଦ୍ରମନ୍ତ୍ରୀ ସ୍ୱାଧୀ ନିରଞ୍ଜନା ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ଓ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି । ଏସଏଚଜି ମହିଳାଙ୍କ ଭୋଟ୍ ବ୍ୟାଙ୍କ ନିଜ ସପକ୍ଷରେ ନେବା ପାଇଁ ପ୍ରସ୍ତୁତ ହେବ ବ୍ଲୁପ୍ରିଂଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ