ଓଡ଼ିଶା ବୁଲିବ କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) କଂଗ୍ରେସର ବସ ଯାତ୍ରାରେ ହେଲା ପରିବର୍ତ୍ତନ। ଆସନ୍ତାକାଲି ପରିବର୍ତ୍ତେ ଫେବୃଆରୀ ୧ରେ ହେବ କଂଗ୍ରେସର ବସ ଯାତ୍ରା। ସମସ୍ତ କଂଗ୍ରେସ ନେତାଙ୍କୁ ବସରେ ନେଇ ଓଡ଼ିଶା ସାରା ବୁଲିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧ ତାରିଖରେ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିର ଠାରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା। କଂଗ୍ରେସ ଦେଶ ପାଇଁ ସ୍ୱାଧୀନତା ଆଣିଛି। ଓଡ଼ିଶାରେ କଂଗ୍ରେସ ସରକାରକୁ ଆସିବ।

ବସ ଯାତ୍ରାରେ ନେତାମାନେ କଂଗ୍ରେସ ଦଳର ମହାନତା କଥା ଲୋକଙ୍କ ପାଖରେ ପହଁଚାଇବେ । ଦେଶ ସ୍ୱାଧିନ ହେବା ପଛରେ ପ୍ରମୁଖ ଭୂମିକା ତୁଲାଇଥିଲା କଂଗ୍ରେସ । ରାଜ୍ୟର ଉନ୍ନତି ପାଇଁ ଦଳ ଅନେକ କାମ କରିଛି । ଏବେ ପୁଣିଥରେ ଓଡିଶାର ଦଳ କ୍ଷମତାକୁ ଫେରିବ ବୋଲି ଆଶାବାଦୀ ଅଛନ୍ତି କଂଗ୍ରେସ ନେତା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’