Masthead

ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ଗୁରୁତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର । କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଦୁର୍ଘଟଣା । ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ୱାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି । ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଚୌଦ୍ୱାର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ କାର୍‌ କାଟି ସୁଧାକରଙ୍କୁ ଉଦ୍ଧାର କରିଥିଲା ଅଗ୍ନିଶମ ବାହିନୀ ।

ପରେ ଗୁରୁତର ଅବସ୍ଥାରେ ସୁଧାକରଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଭୋର ୩ଟାରୁ ୪ଟା ମଧ୍ୟରେ ସୁଧାକର ବସନ୍ତଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡ଼ିଛି । ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝେଇ ଟ୍ରକକୁ ତାଙ୍କ ଗାଡି ଧକ୍କା ଦେଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ, ତାଙ୍କ ଗାଡିଟି ପୂରା ଭାଙ୍ଗି ଯାଇଛି । ଚଣ୍ତିଖୋଲ ପଟୁ କଟକ ଆସୁଥିଲା ସୁଧାକର ବସନ୍ତଙ୍କ କାର୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ