Masthead

୨୦ ଜଣଙ୍କୁ ରାଜ୍ୟପାଳ ପୋଲିସ୍‌ ମେଡାଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ୨୦୨୩ ବର୍ଷ ପାଇଁ ରାଜ୍ୟ ପୋଲିସ ମେଡାଲ ତାଲିକା ପ୍ରକାଶ। ୨ ଆଇଜିଙ୍କ ସମେତ ୨୦ ପୋଲିସ ଅଧିକାରୀ ପାଇବେ ରାଜ୍ୟପାଳ ପଦକ। ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦଙ୍କୁ ମେଡାଲ। ଗଞ୍ଜାମ ଏସପି ଜଗମୋହନ ମୀନା, ସମ୍ବଲପୁର ଏସପି ମୁକେଶ ଭାମୁ ପାଇବେ ମେଡାଲ। ବିପିଏସପିର ଅତିରିକ୍ତ ଏସପି ଉଦୟଭାନୁ ମିଶ୍ର ପାଇବେ ରାଜ୍ୟପାଳ ମେଡାଲ  । ଏସିପି ମାନସ ଗଡ଼ନାୟକ ପାଇବେ ରାଜ୍ୟପାଳ ପଦକ ପୁରସ୍କାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ