Masthead

ଟିକେଟ ପାଇଁ ଟଙ୍କା ଆଦୌ ଗ୍ରହଣୀୟ ନୁହେଁ: ପଞ୍ଚାନନ କାନୁନ୍‌ଗୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନରେ କଂଗ୍ରେସ ଟିକେଟ ପାଇଁ ଟଙ୍କା କାରବାର ପ୍ରସଙ୍ଗ। ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ। କହିଛନ୍ତି ଟଙ୍କା କାରବାର ଘଟଣା ଯଦି ସତ ହୋଇଥାଏ ତେବେ ସାଂଘାତିକ। ଡିମାଣ୍ଡ ଥାଇ ସପ୍ଲାଏ କମ ଥିଲେ ଟଙ୍କା କାରବାର ହୁଏ। କଂଗ୍ରେସ ରେ ଏଭଳି ସ୍ଥିତି ଆସିନି। ଯଦି କିଏ ଟଙ୍କା ଦେଉଥିବେ ଠକାମୀ ରେ ପଡିବେ।

ସେ ଆହୁରି ମଧ୍ୟ କହିଛନ୍ତି ଶରତ ପଟ୍ଟନାୟକ ଦକ୍ଷ ସଭାପତି। ସେ ଏସବୁକୁ ପ୍ରଶ୍ରୟ ଦିଅନ୍ତିନି। ଦୁର୍ନୀତି ସବୁଠି ଅଛି। କଂଗ୍ରେସ ଆଗକୁ ବଢୁଛି। ଏବେ ବହୁତ୍ ଭଲ ଲୋକ କଂଗ୍ରେସକୁ ଆସିଲେଣି। ଟିକେଟ ପାଇଁ ଟଙ୍କା ଆଦୌ ଗ୍ରହଣୀୟ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ