Masthead

ପ୍ରାଣପ୍ରତିଷ୍ଠାରେ ସାମିଲ ହେବେନି ଆଡଭାନୀ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟା ଯିବେନି ବରିଷ୍ଠ ବିଜେପି ନେତା ତଥା ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଆଜି ହେବାକୁ ଥିବା ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠାର ଭବ୍ୟ କାଙ୍କ’ତ୍କକ୍ରମରେ ସେ ସାମିଲ ହେବେନି। ପ୍ରଥମେ ଏଥିନିମନ୍ତେ ଆଡଭାନୀ ସମ୍ମତି ଜଣାଇଥିବା ବେଳେ ଶେଷ ମୁହୂର୍ତ୍ତରେ କିନ୍ତୁ ତାହାକୁ ବାତିଲ କରି ଦେଇଛନ୍ତି।

ପ୍ରବଳ ଥଣ୍ଡା ଓ ଖରାପ ପାଗ ପାଇଁ ନିଜର ଅଯୋଧ୍ୟା ଗସ୍ତକୁ ରଦ୍ଦ କରିଛନ୍ତି ଆଡଭାନୀ । ଏବେ ଆଡଭାନୀଙ୍କୁ ୯୬ ବର୍ଷ ବୟସ । ତେଣୁ ତାଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଏହାପୂର୍ବରୁ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାକୁ ଲାଲକୃଷ୍ଣ ଆଡଭାନୀଙ୍କୁ ନିମନ୍ତ୍ରଣ କରାଯାଇଥିଲା । ନିମନ୍ତ୍ରଣ ପାଇବା ପରେ ଆଡଭାନୀ ମଧ୍ୟ ନିଜର ଖୁସି ବ୍ୟକ୍ତ କରିଥିଲେ ଏବଂ ସେଠାରେ ଉପସ୍ଥିତ ରହିବା ନେଇ ସ୍ପଷ୍ଟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା