ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ) ସବୁରି ଆଖିରେ ଆନନ୍ଦ ଖୁସିର ଲୁହ। କେବେ ସେ କମଳ ନୟନ ସହ ହେବ ଏ ଆଖିର ମିଳନ। ସମସ୍ତଙ୍କ ମୁହଁରେ ଗୋଟିଏ ଶବ୍ଦ ‘ଜୟ ଶ୍ରୀରାମ’ । ୫ ଶହ ବର୍ଷର ତ୍ୟାଗ, ସଂଘର୍ଷ, ବଳିଦାନରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଉପନୀତ ହୋଇସାରିଛି ସେହି ବହୁ ଆକାଂକ୍ଷିତ ତିଥି। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ ଉତ୍ସବମୁଖର।

ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ପହଞ୍ଚିଛନ୍ତି। ହେଲିକପ୍ଟର ଯୋଗେ ଅଯୋଧ୍ୟା ଧାମରେ ପହଞ୍ଚି ଥିଲେ। କିଛି ସମୟ ପରେ ରାମମନ୍ଦିରର ଉଦ୍‌ଘାଟନ କରିବେ। ଅପରାହ୍ନ ୧୨ଟା ୨୦ରୁ ୪୦ ମିନିଟ ଧରି ଚାଲିବାକୁ ଥିବା ପ୍ରାଣପ୍ରତିଷ୍ଠା କରାଯିବ। ପ୍ରାଣପ୍ରତିଷ୍ଠା କାର୍ୟ୍ୟରେ ଯଜମାନୀ କରିବେ ମୋଦି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ