Masthead

କେଉଁ ଜିଲ୍ଲାରୁ କେତେ ସୁସ୍ଥ ହେଲେ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢୁଛି କରୋନା ସୁସ୍ଥଙ୍କ ସଂଖ୍ୟା । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ  କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୧୬୯୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଦିନକରେ ୨୬୧୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୬୨ହଜାର ୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୨ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୮୧, ସୁନ୍ଦରଗଡ଼ରୁ ୨୨୮, ମୟୁରଭଞ୍ଜରୁ ୧୯୯, ଅନୁଗୁଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀରୁ ୮୬, ସୋନପୁରରୁ ୮୫, କେନ୍ଦ୍ରାପଡ଼ାରୁ ୮୪, ଯାଜପୁରରୁ ୭୫, ନୂଆପଡ଼ାରୁ ୭୦, ବରଗଡ଼ରୁ ୬୯, ବଲାଙ୍ଗିରରୁ ୬୯, ଝାରସୁଗୁଡ଼ାରୁ ୬୭, କେନ୍ଦୁଝରରୁ ୬୬, ଭଦ୍ରକରୁ ୬୦, ଜଗତସିଂହପୁରରୁ ୫୫, ସମ୍ବଲପୁରରୁ ୫୪, ଢେଙ୍କାନାଳରୁ ୪୯, କଳାହାଣ୍ଡିରୁ ୪୯, ବୌଦ୍ଧରୁ ୪୬, ଗଞ୍ଜାମରୁ ୪୨, ମାଲକାନଗିରିରୁ ୩୮, କନ୍ଧମାଳରୁ ୩୩, କୋରାପୁଟରୁ ୩୩, ନବରଙ୍ଗପୁରରୁ ୩୩, ନୟାଗଡ଼ରୁ ୩୦, ରାୟଗଡ଼ାରୁ ୨୭, ଗଜପତିରୁ ୧୪, ଦେବଗଡ଼ରୁ ୯ ଏବଂ ଷ୍ଟେଟପୁଲରୁ ୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା