Masthead

ଦିଲ୍ଲୀ-ଏନ୍‌ସିଆର୍‌ରେ ଶକ୍ତିଶାଳୀ ଭୂକଂପ ଝଟ୍‌କା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ-ଏନ୍‌ସିଆର୍‌ରେ ଶକ୍ତିଶାଳୀ ଭୂକଂପ ଝଟ୍‌କା। ରିକ୍ଟର ସ୍କେଲରେ ଭୂକଂପର ତୀବ୍ରତା ୭.୨। ଭୂକଂପର କେନ୍ଦ୍ରସ୍ଥଳ ଚୀନ୍‌ର ଦକ୍ଷିଣ ଜିନଜିଆଙ୍ଗ । ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ସୂଚନା ନାହିଁ। ସୋମବାର ରାତି ପ୍ରାୟ ୧୧ଟା ୩୯ରେ ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଏନସିଆରର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଥିଲା।

ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ ୮୦ କିଲୋମିଟର ଗଭୀରରେ ଥିଲା। ଭୂକମ୍ପର ପାଇଁ ଲୋକମାନେ ଭୟଭୀତ ହୋଇ ପଡିଥିଲେ। ରାତିରେ ଘଟିଥିବା ଭୂକମ୍ପ ପରେ ଅନେକ ଲୋକ ରାସ୍ତାରେ ବୁଲୁଥିବା ଦେଖଇବାକୁ ମିଳିଥିଲା। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଚାଇନାର ଦକ୍ଷିଣ ଜିନଜିଆଙ୍ଗରେ ଥିଲା। ରିକ୍ଟର ସ୍କେଲରେ ତୀବ୍ରତା ୭.୨ ଭୂକମ୍ପ ଅନୁଭୂତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା