Masthead

ମୋକିମ ଓ ଚିରଞ୍ଜୀବଙ୍କ ଉପରୁ ହଟିଲା ନିଲମ୍ବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ବରିଷ୍ଠ ନେତାଙ୍କ ଉପରୁ ହଟିଲା ନିଲମ୍ବନ। ବିଧାୟକ ମହମ୍ମଦ ମୋକିମଙ୍କ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳଙ୍କ ଉପରୁ ନିଲମ୍ବନ ହଟିଲା । ଉଭୟଙ୍କ ନିଲମ୍ବନ ହଟିବା ନେଇ ପ୍ରଭାରୀ ଅଜୟ କୁମାରଙ୍କ ସୂଚନା । ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆ ମଧ୍ୟ ଦଳକୁ ଫେରିଲେ। ୧୫ ଜୁଲାଇ ୨୦୨୩ରେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା ।

ସୂଚନା ଭବନରେ ଆୟୋଜିତ ‘ଜାନକୀ ବସନ୍ତ ଯୋଡି ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁଗ’ ଶୀର୍ଷକ ଆଲୋଚନାରେ ଯୋଗଦେଇ ଉଭୟ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବାର ଅଭିଯୋଗ ହୋଇଥିଲା । ଏଥିପାଇଁ ଏଆଇସିସି ଶୃଙ୍ଖଳା କମିଟି ଉଭୟଙ୍କୁ ନିଲମ୍ବନ କରିଥିଲା । ସେହିପରି କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ସଗରିଆଙ୍କୁ ୧୯ ଜାନୁଆରୀ ୨୦୧୯ରେ ଦଳ ବିରୋଧୀ କାର୍ୟ୍ୟ ଅଭିଯୋଗରେ ବହିଷ୍କାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା