Masthead

୨୬ରୁ ପାଗ ପରିବର୍ତ୍ତନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଉ ୨ ଦିନ ଲାଗିରହିବ କୋହଲା ପାଗ । ଆଜି ଓ କାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୨୬ରୁ ପାଗରେ ପରିବର୍ତ୍ତନ ଆସିବ । କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ଲାଗି ରହିଛି । ଆଜି ସକାଳୁ ମଧ୍ୟ କୋହଲା ପାଗ ସାଙ୍ଗକୁ ଟୁଇନ ସିଟି ଭୁବନେଶ୍ୱର ଓ କଟକ ହାଲୁକା ବର୍ଷା ହୋଇଛି ।

ଉତ୍ତର ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗିର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି ରହିଛି । ଆସନ୍ତାକାଲି ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଲାଗି ରହିବ କୋହଲା ପାଗ । ଫଳରେ ରାତିର ତାପମାତ୍ରା ଖସିବ । ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହୁଥିଲେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ତାରତମ୍ୟ କମ ରହୁଥିବାରୁ ଥଣ୍ଡା ଅନୁଭୂତ ହେଉଛି । ତେବେ ୩ ଦିନ ମଧ୍ୟରେ ୨ରୁ ୩ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବ ବୋଲି ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ