Masthead

ନିଶା ନିବାରଣ କେନ୍ଦ୍ରରେ ପିଟିପିଟି ହତ୍ୟା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ନିଶା ନିବାରଣ କେନ୍ଦ୍ରରେ ପିଟିପିଟି ହତ୍ୟା। ଧାମନଗର ଥାନାରେ ପରିବାର ଲୋକଙ୍କ ଅଭିଯୋଗ। ମୃତକଙ୍କ ଘର ଯାଜପୁର। ୪ତାରିଖରେ ନିଶାନିବାରଣ କେନ୍ଦ୍ର ଆସିଥିଲେ। କାଲି ରାତିରେ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଭଦ୍ରକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ଶରୀରରେ ରହିଛି ଅନେକ କ୍ଷତ ଚିହ୍ନ।

ସୂଚନା ଅନୁସାରେ ଯାଜପୁର ଅଞ୍ଚଳର ୪୦ ବାର୍ଷୀୟ ପୁଅଙ୍କୁ ତାଙ୍କର ପରିବାର ଲୋକେ ନିଶାନିବାରଣ କେନ୍ଦ୍ରରେ ଛାଡିଥିବା ବେଳେ ହଠାତ ଗତ କାଲି ସନ୍ଧ୍ୟାରେ ମୃତ୍ୟୁ ବରଣ କରିଥିଲେ। ତେବେ ଏହା ପରେ ମୃତ୍ୟୁକଙ୍କ ପରିବାର ଲୋକେ ଧାମନଗର ଥାନାରେ ଅଭିଯୋଗ କଆରିଛନ୍ତି। ଅଭିଯୋଗକୁ ଆଧାର କରି ଧାମନଗର ପୋଲିସ ମାଲିକଙ୍କୁ ଅଟକ ରଖି ଅଧିକ ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି