Masthead

ଘାଟିରୁ ଓଲଟିଲା ଯାତ୍ରାପାର୍ଟି ଟ୍ରକ

ବାଙ୍ଗିରିପୋଷି (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ବାଙ୍ଗିରିପୋଷି ଘାଟିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ଯାଉଥିବା ଏକ ଯାତ୍ରାପାର୍ଟି ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଏବେ ବି ଟ୍ରକ ତଳେ ଅନେକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି ।

ଦ୍ୱାରଶୁଣି ଘାଟି ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ଖସି ପଡିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚିଥିବା ବେଳେ ଉଦ୍ଧାରକାର୍ଯ୍ୟକୁ ତ୍ୱରାନିତ୍ୱ କରାଯାଇଛି । ସମସ୍ତ ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼