Masthead

ଭକ୍ତଶୂନ୍ୟ ମା’ ଭଗବତୀ ମନ୍ଦିର

ବାଣପୁର(ବଡ଼ ଖବର ବ୍ୟୁରୋ): ବିନା ଭକ୍ତରେ ବାଣପୁରର ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀଙ୍କ ମନ୍ଦିରରେ ଚାଲିଛି ପାର୍ବଣ । କରୋନା କଟକଣା ଭିତରେ ମା’ଙ୍କ ନୀତି ଚାଲିଛି । ପୂଜକ, ମନ୍ଦିର ପରିଚାଳନା କମିଟି ଓ ପ୍ରଶାସନର ସହଯୋଗରେ ଦଶହରାର ସମସ୍ତ କାର୍ୟ୍ୟକ୍ରମ ସଂପାଦନ କରାଯାଉଛି। ବିଗତ ବର୍ଷ ପରି ଏ ବର୍ଷ କରୋନା କଟକଣାକୁ ଲକ୍ଷ୍ୟରଖି ଖୁବ୍ କମ ସଂଖ୍ୟକ ଶ୍ରଦ୍ଧାଳୁ ଆସୁଛନ୍ତି ।
ପରମ୍ପରା ଓ ବିଧି ରକ୍ଷା ପାଇଁ ସେବକ ଓ ପୂଜକମାନେ ଚଳାଇଛନ୍ତି ଉଦ୍ୟମ । ପୂର୍ବବର୍ଷ ପରି ଚଳିତ ବର୍ଷ ମା’ଙ୍କା ଷୋଢଦିନାତ୍ମକ ପୂଜା ଆରମ୍ଭ ହୋଇଥିଲା । ବିନା ଭକ୍ତରେ ଏହା ସମ୍ପାଦିତ ହେଉଛି । ଷଷ୍ଠୀଠାରୁ ନବମୀ ପର୍ଯ୍ୟନ୍ତ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ସ୍ୱତନ୍ତ୍ର ପୂଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ