Masthead

ବୟସ୍କ, ଦିବ୍ୟାଙ୍ଗ ଘରେ ଦେବେ ଭୋଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନରେ ଭୋଟ ଦେବା ପାଇଁ ନୂଆ ବ୍ୟବସ୍ଥା । ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଭୋଟ ଦେବେ । ପୋଲିଂ ଦାୟିତ୍ୱରେ ଥିବା ସବୁ ଅଧିକାରୀ, କର୍ମଚାରୀ ସେଇଠି ଭୋଟ ଦେବେ । ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟଗ୍ରହଣ କେନ୍ଦ୍ର ହେବ । ୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ୪୦ ବର୍ଷରୁ କମ୍ ଦିବ୍ୟାଙ୍ଗଙ୍କ ପାଇଁ ବି ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି । ଅସୁସ୍ଥ ହୋଇ ଘରେ ରହୁଥିଲେ ଘରେ ଭୋଟ ଦେବେ । ଭୋଟ ପାଇଁ ସବୁ ଜିଲ୍ଲାରେ ଇଭିଏମ ପହଂଚି ସାରିଛି ।

ଏ ନେଇ ସୂଚନା ଦେଲେ ସିଇଓ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ସମସ୍ତ ଜିଲ୍ଲାରେ ଇଭିଏମ୍ ପହଂଚିବା ସହ ଟେଷ୍ଟିଂ ସରିଛି । ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ୟ୍ୟାୟ କାମ ସରିଛି । ଏବେ ତୃତୀୟ ପର୍ଯ୍ୟାୟ  କାମ ଚାଲିଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ