Masthead

୩ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସନ୍ତା ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଆଇଆଇଏମ୍‌ ସମ୍ବଲପୁର କାର୍ଯ୍ୟକ୍ରମରେ ଯୋଗଦେବେ । IIM କାର୍ଯ୍ୟକ୍ରମ ସହ ସାଧାରଣ ସଭାରେ ଯୋଗଦେବେ । ଏହି କ୍ୟାମ୍ପସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା ।  ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା