Masthead

ବିହାର ରାଜନୀତିରେ ହଟ୍ଟଚମଟ, ଜେଡିୟୁ ଆରଜେଡି ମେଂଟରେ ଫାଟ

ବିହାର (ବଡ଼ ଖବର ବ୍ୟୁରୋ): ବିରୋଧୀ ମେଣ୍ଟକୁ ବଡ ଝଟକା । ଇଣ୍ଡିଆ ଛାଡି ଏନଡିଏ ମେଣ୍ଟରେ ସାମିଲ ହେବ ଜେଡିୟୁ । ଦଳର ବରିଷ୍ଠ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ ପରେ ଚର୍ଚ୍ଚା ଜୋର ଧରିଛି । ମହାଗଠବନ୍ଧନ ଛାଡ଼ି ବିଜେପି ସହ ମେଣ୍ଟ କରିବା ସମ୍ଭାବନା ରହିଛି । ବିଜେପି ସହଯୋଗରେ ପୁଣି ସରକାର ଗଢ଼ିବା ସମ୍ଭାବନା ରହିଛି । ସରକାର ଭାଙ୍ଗି ୨୮ରେ ପୁଣି ଶପଥ ନେଇପାରନ୍ତି । ସୁଶିଲ ମୋଦି ଉପମୁଖ୍ୟମନ୍ତ୍ରୀ ପଦକୁ ଫେରିବା ମଧ୍ୟ ଚର୍ଚ୍ଚା ହେଉଛି ।

ଆସନ୍ତା ୪ ତାରିଖରେ ବିହାରର ବେଟିଆରେ ଗୋଟିଏ ମଂଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ନୀତୀଶ କୁମାର ଏକାଠି ହୋଇପାରନ୍ତି । ସବୁ କାର୍ଯ୍ୟକ୍ରମ ବାତିଲ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରୁଦ୍ଧଦ୍ୱାର ବୈଠକ କରିଛନ୍ତି । ବୈଠକ ପଛର କାରଣ ଆରଜେଡି ଓ ଜେଡିୟୁ ଭିତର ବିବାଦ ବୋଲି କୁହାଯାଉଛି । ସେପଟେ ଆରଜେଡି ଶିବିରରେ ହଇଚଇ ଦେଖାଦେଇଛି । ବୁଧବାର ଏକ କାର୍ୟ୍ୟକ୍ରମରେ ନୀତୀଶ ପରୋକ୍ଷରେ ଆରଜେଡିକୁ ଟାର୍ଗେଟ କରିଥିଲେ । ଏହା ପରେ ଉଭୟ ଦଳ ମଧ୍ୟରେ ଯେଉଁ ବିବାଦ ଓ ତିକ୍ତତା ଥିଲା ତାହା ବଢ଼ିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ