Masthead

ବିହାର ରାଜନୀତି; ରାତାରାତି ୭୯ IPS, ୪୫ BASଙ୍କ ବଦଳି

ବିହାର(ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ଘଡିକେ ଛୁଟୁଛି ଘୋଡ଼ା । ରାଜ୍ୟ ରାଜନୀତିରେ ଚାଲିଥିବା ହଟଚମଟ ଭିତରେ ଶୁକ୍ରବାର ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ରାତାରାତି ୭୯ ଆଇପିଏସ, ୪୫ ବିଏଏସଙ୍କ ବଦଳି ହୋଇଛି । ନୀତିଶ ସରକାର ଶୁକ୍ରବାର ରାଜ୍ୟରେ ମୋଟ ୨୨ ଜଣ ଆଇଏଏସ, ୭୯ ଆଇପିଏସ ଅଧିକାରୀ ଏବଂ ୪୫ ଜଣ ବିହାର ପ୍ରଶାସନିକ ସେବା(ବିଏଏସ) ଅଧିକାରୀଙ୍କୁ ବଦଳି କରିଛନ୍ତି । ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆରଜେଡି ସହ ମହାଗଠନବନ୍ଧନ ମେଣ୍ଟ ଭାଙ୍ଗି ବିଜେପିକୁ ଫେରିବା ସମ୍ଭାବନା ମଧ୍ୟରେ ଏଭଳି ବଡ଼ ଅଦଳବଦଳ ହୋଇଛି । ଯାହାକି ବର୍ତ୍ତମାନ ସମୟରେ ନୀତିଶଙ୍କ ଦଳବଦଳ ଚର୍ଚ୍ଚାକୁ ଆହୁରି ମଜବୁତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା