Masthead

ଫେବ୍ରୁଆରୀ ୧୦ରେ ପୁଣି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବ୍ରୁଆରୀ ୧୦ରେ ପୁଣି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସୂଚନା । ଭୁବନେଶ୍ୱରରେ ବିଶାଳ ମହିଳା ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଦେଶର ୨ଟି ସ୍ଥାନରେ ବଡ଼ ମହିଳା ସମାବେଶ ଆୟୋଜନ ହେବ । ମଧ୍ୟପ୍ରଦେଶ ଓ ଓଡ଼ିଶାରେ ଆୟୋଜନ ହେବ ସମାବେଶ । ଭୁବନେଶ୍ୱରରେ ୧୪ ରାଜ୍ୟର ୨୫ ହଜାର ମହିଳା ଏକାଠି ହେବେ । ଆସନ୍ତା ୩ରେ ସମ୍ବଲପୁର ଆଇଆଇଏମ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ