Masthead

ନୂଆ ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟି ଦାବି ଜଣାଇଲେ ନୀତୀଶ

ବିହାର (ବଡ଼ ଖବର ବ୍ୟୁରୋ): ନୂଆ ସରକାର ଗଠନ ପାଇଁ ଦାବି ଜଣାଇଲେ ନୀତୀଶ କୁମାର । ରାଜ୍ୟପାଳଙ୍କୁ ଭେଟି ନୂଆ ସରକାର ଗଠନ ପାଇଁ ଦାବି ଜଣାଇଲେ । ରାଜ୍ୟପାଳଙ୍କୁ ଏନଡିଏ ସମର୍ଥନ ପତ୍ର ଦେଲେ ନୀତୀଶ । ୧୨୮ ବିଧାୟକଙ୍କ ସମର୍ଥନ ପତ୍ର ଦେଲେ ନୀତୀଶ । ୭୮ ବିଜେପି, ୪୫ ଜେଡିୟୁ, ୪ଏଚଏଏମ, ଜଣେ ସ୍ୱାଧୀନ ବିଧାୟକଙ୍କ ସମର୍ଥନ । ସନ୍ଧ୍ୟାରେ ଶପଥ ନେବେ ନୀତୀଶ କୁମାର । ତାଙ୍କ ସହ ଶପଥ ନେବେ ୯ ମନ୍ତ୍ରୀ । JDU ଓ ବିଜେପିରୁ ୩ ଜଣ ଲେଖାଏଁ ଶପଥ ନେବେ । HAMରୁ ଜଣେ ଓ ଜଣେ ସ୍ବାଧୀନ ବିଧାୟକ ନେବେ ଶପଥ । ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରେମ କୁମାର, ଶ୍ରବଣ କୁମାର, ସନ୍ତୋଷ କୁମାର ସୁମନ ଶପଥ ନେବେ । ବିଜେନ୍ଦ୍ର ଯାଦବ, ସୁମିତ କୁମାର ସିଂ ମନ୍ତ୍ରୀ ଭାବେ ଶପଥ ନେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼