Masthead

ନୀତୀଶଙ୍କୁ ରୋହିଣୀଙ୍କ କଟାକ୍ଷ, ଅଳିଆ ଏବେ ପୁଣି ଅଳିଆ ଗଦାକୁ ଗଲା

 

ବିହାର (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ହଇଚଇ । ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆରମ୍ଭ ହୋଇଛି ରାଜନୀତି । ନୀତୀଶଙ୍କ ଇସ୍ତଫା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ଆର୍‌ଜେଡି’ ମୁଖ୍ୟ ଲାଲୁ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ସମାଲୋଚନା କରିଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତ ଅଳିଆ ଏବେ ପୁଣି ଅଳିଆ ଗଦାକୁ ଗଲା ।

ଅଳିଆଗଦାକୁ ଦୁର୍ଗନ୍ଧମୟ ଅଳିଆ ହିଁ ଭଲ ଲାଗେ । ସୂଚନାଯୋଗ୍ୟ, ନୀତୀଶ କୁମାର ଆଜି ସନ୍ଧ୍ୟା ୫ଟାରେ ଶପଥ ଗ୍ରହଣ କରିବେ । ବିଜେପି ସମର୍ଥନରେ ଏକ ନୂତନ ସରକାର ଗଠନ ପାଇଁ ଦାବି କରିଛନ୍ତି ନୀତୀଶ କୁମାର। ଆସନ ବଣ୍ଟନ ଆଲୋଚନାରେ ବିଫଳ ହେବା କାରଣରୁ ନୀତୀଶ ଇଣ୍ଡିଆ ବ୍ଲକ୍‌ରେ ଅସନ୍ତୋଷ ପ୍ରକାଶ କରିଥିଲେ। ଆଜି ତାଙ୍କ ଇସ୍ତଫା ପରେ ନୀତୀଶ କହିଛନ୍ତି, ପୂର୍ବ ସହଯୋଗୀ ଦଳ ଛାଡ଼ି ଏକ ନୂତନ ମେଣ୍ଟ ଗଠନ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ