Masthead

ବିହାରରେ ପୁଣି ନୀତୀଶ ସରକାର

ବିହାର (ବଡ଼ ଖବର ବ୍ୟୁରୋ): ବିହାର ରାଜନୀତିରେ ରୋଚକ ଘଟଣାବଳୀ । ନୀତୀଶଙ୍କ ସକାଳେ ଇସ୍ତଫା, ସନ୍ଧ୍ୟାରେ ପୁଣି ମୁଖ୍ୟମନ୍ତ୍ରୀ । ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର । ନୀତୀଶ କୁମାରଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ । ନବମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତୀଶ କୁମାର । ଏଥର NDA ସମର୍ଥନରେ ନୀତୀଶ ହେଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା