Masthead

ନୀତୀଶ କୁମାର ନୁହେଁ ପଲିଟିକ୍ସ କୁମାର: ତେଜ ପ୍ରତାପ

ବିହାର (ବଡ଼ ଖବର ବ୍ୟୁରୋ): ବିହାର ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାର ଇସ୍ତଫା ଦେବା ପରେ ବିହାର ରାଜନୀତିରେ ହଲଚଲ୍ ସୃଷ୍ଟି ହୋଇଛି । ଏଥିପାଇଁ ନୀତୀଶଙ୍କୁ ଅନେକ ସମାଲୋଚନାର ସାମ୍ନା କରିବାକୁ ପଡ଼ିଛି । ନୀତୀଶ ବାରମ୍ବାର ମେଣ୍ଟ ପରିବର୍ତ୍ତନ କରୁଥିବା ଯୋଗୁ ବିଭିନ୍ନ ମହଲରେ ଏହାକୁ ନେଇ ଆଲୋଚନା ଚାଲିଛି । ଆରଜେଡି ବିଧାୟକ ତେଜ ପ୍ରତାପ ଯାଦବ କହିଛନ୍ତି ନୀତୀଶଙ୍କୁ ‘ବହୁରୂପୀ ଏଣ୍ଡୁଅ ରତ୍ନ’ ପୁରସ୍କାର ଦିଆଯାଉ ।

ଏହା ସହିତ ସେ ନୀତୀଶ କୁମାରଙ୍କୁ ପଲଟିସ୍ କୁମାର ବୋଲି ବୋଲି କହିଛନ୍ତି। ତେଜ ପ୍ରତାପ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ବହୁରୂପୀ ଏଣ୍ଡୁଅ ବାରମ୍ବାର ତା’ର ଶରୀରର ରଙ୍ଗ ବଦଳାଇଥାଏ। ପଲ୍‌ଟିସ୍ କୁମାରଙ୍କୁ ବହୁରୂପୀ ଏଣ୍ଡୁଅ ରତ୍ନ ପୁରସ୍କାର ଦିଆଯିବା ଉଚିତ। ବାରମ୍ବାର ସେ ତାଙ୍କର ରାଜନୀତିକ ସହଯୋଗୀ ଦଳ ପରିବର୍ତ୍ତନ କରୁଥିବାରୁ ତାଙ୍କୁ ଏଭଳି ପୁରସ୍କାର ଦିଆଯିବା ଉଚିତ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ