Masthead

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍

 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍ । ହେମନ୍ତ ସୋରେନଙ୍କ ଦିଲ୍ଳୀ ବାସଭବନରେ ଇଡି ଟିମ୍‌ । ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ଇଡିର ପଚରାଉଚରା । ୯ ଥର ସମନ ସତ୍ତ୍ୱେ ଇଡିରେ ହାଜର ହୋଇ ନଥିଲେ ହେମନ୍ତ । ଦିଲ୍ଲୀର ଶାନ୍ତି ନିକେତନ ସ୍ଥିତ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିମ୍ ପହଞ୍ଚି ପଚରାଉଚରା ଆରମ୍ଭ କରିଛି । ଜମି ଡିଲ୍ ସ୍କାମରେ ଜାନୁଆରୀ ୨୯ ରୁ ୩୧ ମଧ୍ୟରେ ହେମନ୍ତ ସୋରେନଙ୍କୁ ପଚରାଉଚରା କରିବାକୁ ଇଡି ସମୟ ମାଗିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ