Masthead

ମହାନବମୀରେ ଚଣ୍ଡିପାଠ

କଟକ (ବଡ଼ ଖବର ବ୍ୟୁରୋ): କଟକ ସଦର ଅଞ୍ଚଳରେ ୫୦ରୁ ଉର୍ଦ୍ଧ୍ଵ ପୂଜା ମଣ୍ଡପରେ ମା’ ଦୁର୍ଗାଙ୍କ ମୃଣ୍ମୟ ମୂର୍ତ୍ତୀ ପୂଜା ପାଉଛନ୍ତି । ଆଜି ମା’ଙ୍କ ମହାନବମୀ ପୂଜା ଅନୁଷ୍ଠିତ ହେଉଛି । ସକାଳ ୬.୦୫ ରୁ ୬.୨୨ ମଧ୍ୟେ ମହାନବମୀ ପୂଜା ଅନୁଷ୍ଠିତ ହୋଇଥିଲା । ପରେ ସପ୍ତଶତୀ ଚଣ୍ଡିପାଠ, ଆହୂତି, ପୁଷ୍ପାଞ୍ଜଳି ଓ କୁମାରୀ ପୂଜା କରାଯାଇଥିଲା । ବିଭିନ୍ନ ପୂଜା ମଣ୍ଡପରେ ମା’ଦୁର୍ଗା, ଶିବ ପାର୍ବତୀଙ୍କ ସହିତ ଲକ୍ଷ୍ମୀ ନାରାୟଣ ମୃଣ୍ମୟ ମୂର୍ତ୍ତି ବି ପୂଜା ପାଇଛନ୍ତି । ନୂଆପଡ଼ା, ଗୋପାଳପୁର, ତେଲେଙ୍ଗା ପେଣ୍ଠ, ଡ଼ାହାଳିଅ , ପ୍ରତାପ ନଗରୀ, ଭାଣପୁର, ବାଲିକୁଦା, ୪୨ ମୌଜା, କନ୍ଦରପୁର ଏବଂ କିଶନନଗର ଆଦି ଅଞ୍ଚଳରେ ୫୦ରୁ ଉର୍ଦ୍ଧ୍ଵ ମୃଣ୍ମୟ ମୂର୍ତ୍ତି ପୂଜା ପାଉଛନ୍ତି । କୋଭିଡ୍ ନିୟମ ଅନୁଯାୟୀ ପୂଜା ଚାଲିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ