Masthead

ମିଛ କହି ବିଧାନସଭାକୁ ଅପବିତ୍ର କରିଛନ୍ତି ମୁଖ୍ୟମନ୍ତ୍ରୀ: ମନୋଜ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି କରିଛି ବିଜେପି । ନବ ଦାସଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିଲା । କିନ୍ତୁ ଷଡ଼ଯନ୍ତ୍ର ବାବଦରେ ତଦନ୍ତ କରାଗଲା ନାହିଁ । କ୍ରାଇମବ୍ରାଞ୍ଚ କେବଳ ଲିପାପୋତିରେ ମାହିର । ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଭ୍ରମିତ କରାଇଲେ । ବିଧାନସଭାକୁ ମୁଖ୍ୟମନ୍ତ୍ରୀ ମିଛ କହି ଅପବିତ୍ର କରିଛନ୍ତି ।

ତେଣୁ ଆସନ୍ତା ବିଧାନସଭା ଅଧିବେଶନରେ ମିଛ କହିଥିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି କହିଛି ଦଳ । ବିଜେପି ସିବିଆଇ ତଦନ୍ତ ଦାବି କରିଥିଲା । କିନ୍ତୁ ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିଲେ ଆମେରିକା ତଦନ୍ତକାରୀ ସଂସ୍ଥା ଏଫବିଆଇ ତଦନ୍ତ କରିବ । ଏଫବିଆଇ କୁଆଡେ ଗଲା ବୋଲି ପ୍ରଶ୍ନ କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ