Masthead

ଆଦିବାସୀ ଜମି ବିକ୍ରି ନିଷ୍ପତ୍ତିି ପ୍ରତ୍ୟାହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କ୍ୟାବିନେଟ ବୈଠକରେ ଆଦିବାସୀ ଜମି ବିକ୍ରି ଆଇନ ସଂଶୋଧନ ପ୍ରସ୍ତାବ ପ୍ରତ୍ୟାହାର । ପ୍ରସ୍ତାବିତ ସଂଶୋଧନକୁ ପ୍ରତ୍ୟାହାର ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ଗତ ନଭେମ୍ବର ୧୪ରେ ଏନେଇ କ୍ୟାବିନେଟରେ ପ୍ରସ୍ତାବ ଆସିଥିଲା ।ଆଦିବାସୀ ଅସ୍ଥାବର ସଂପତ୍ତି ହସ୍ତାନ୍ତର ଆଇନ ସଂଶୋଧନ ପ୍ରସ୍ତାବ ଆସିଥିଲା । କ୍ୟାବିନେଟ ନିଷ୍ପତ୍ତିକୁ ନେଇ ବାଦବିବାଦ ପରେ ଏହାକୁ ସ୍ଥଗିତ ରଖାଯାଇଥିଲା ।

ବିବାଦ ପରେ ସଂଶୋଧନ ପ୍ରସ୍ତାବକୁ ସ୍ଥଗିତ ରଖିଥିଲେ ରାଜ୍ୟ ସରକାର । ଏହାସହ ଦୁଇଟି ବିଭାଗର ୫ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର ଲାଗିଛି । ଲଘୁ, ବନଜାତ ଦ୍ରବ୍ୟ ଯୋଜନାରେ ଆଦିବାସୀଙ୍କ ଠାରୁ ଝୁଣା ଓ ମହୁ ଆଦି ଜଙ୍ଗଲ ଦ୍ରବ୍ୟ କିଣିବେ ସରକାର । ସେହିପରି ପ୍ରତି ବର୍ଷ ଏହାର ଏମଏସପି ନିର୍ଦ୍ଧାରଣ କରିବେ ରାଜ୍ୟ ସରକାର । ପି-ପାସ୍ ମାଧ୍ୟମରେ ଦିଆଯିବ ଅର୍ଥ । ବର୍ଷକୁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବେ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ