Masthead

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର JE । ଜଳସମ୍ପଦ ବିଭାଗର JE ସଞ୍ଜୟ ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍‌  । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ । ମାଲକାନଗିରି ସ୍ଥିତ ଅଫିସ୍‌ ଓ ସରକାରୀ ବାସଭବନରେ ରେଡ୍‌ ।

ମାଲକାନଗିରି ସମେତ ନିଜ ଘର ଜଳେଶ୍ଵର ଓ ଭୁବନେଶ୍ବରରେ ଥିବା ନିଜସ୍ୱ ଏକ ଫ୍ଲାଟ୍ ଓ ପୋଖରୀପୁଟରେ ଥିବା ଶ୍ୱଶୁର ଘର ସମେତ ୬ ଟି ସ୍ଥାନରେ ଏକ କାଳୀନ ଚଢ଼ାଉ ଜାରି ରହିଛି । ମାଲକାନଗିରି ଭଡ଼ା ଘରୁ ଏ ପର୍ଯ୍ୟନ୍ତ ୧ ଲକ୍ଷ ୨୦ ହଜାର ଟଙ୍କା ନଗଦ ମିଳିଥିବା ବେଳେ ଏକାଧିକ ବ୍ୟାଙ୍କ ଏକାଉଣ୍ଟର ପାସ୍ ବୁକ ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..