Masthead

ହୃଦଘାତରେ ଯୁବ ସାମ୍ବାଦିକ ମନୋରଞ୍ଜନ ପ୍ରଧାନଙ୍କ ମୃତ୍ୟୁ

ବସ୍ତା(ବଡ଼ ଖବର ବ୍ୟୁରୋ): ହୃଦଘାତରେ ଯୁବ ସାମ୍ବାଦିକଙ୍କ ମୃତ୍ୟୁ । ଯୁବ ସାମ୍ବାଦିକ ମନୋରଞ୍ଜନ ପ୍ରଧାନଙ୍କ ହୃଦଘାତରେ ମୃତ୍ୟୁ । ବାଲେଶ୍ୱର ଜିଲ୍ଲା ରୁପସା ଅଞ୍ଚଳର ଯୁବ ସାମ୍ବାଦିକ ମନୋରଞ୍ଜନ ପ୍ରଧାନ ଗତକାଲି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଥିଲେ । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମନୋରଞ୍ଜନ ଗୋଟିଏ ଦୈନିକ ଖବର କାଗଜରେ କାର୍ଯ୍ୟ କରୁଥିଲେ । ତାଙ୍କର ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି