Masthead

ଫେବ୍ରୁଆରୀ ୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଫେବ୍ରୁଆରୀ ୬ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି। ୬ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ତାଙ୍କୁ ସ୍ଵାଗତ କରାଯିବ। ତିନିଟି ସାଂଗଠନିକ ଜିଲ୍ଲାରେ ରାହୁଲଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି। ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ରେ ୭ ଓ ୮ ତାରିଖରେ କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।

ରାଉରକେଲାରେ ରାହୁଲ ଗାନ୍ଧି ରୋଡ ଶୋ’ କରିବେ। ରାହୁଲ ଗାନ୍ଧି ଝାଡ଼ଖଣ୍ଡର ଜାମସେଦପୁର ବାଟ ଦେଇ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ପ୍ରବେଶ କରିବେ । ସେ ଓଡ଼ିଶାର ୩୪୧ କିମି ରାସ୍ତାକୁ ଅତିକ୍ରମ କରିବେ । ଏଥିରେ ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲା ରହିଛି । ଝାରସୁଗୁଡ଼ା ଅତିକ୍ରମ କରି ସେ ଛତିଶଗଡ଼ ଭିତରେ ପ୍ରବେଶ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା