Masthead

ହେମନ୍ତ ସୋରେନଙ୍କ ଘରେ ପହଞ୍ଚିଲା ଇଡି ଟିମ୍

ଝାଡ଼ଖଣ୍ଡ(ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍। ହେମନ୍ତ ସୋରେନଙ୍କ ରାଞ୍ଚି ଘରେ ଇଡି ଟିମ୍ ପହଞ୍ଚି ତାଙ୍କୁ ପଚରାଉଚରା କରୁଛି । ମନି ଲଣ୍ଡରିଂ ଓ ଜମି ଦୁର୍ନୀତି ମାମଲାରେ ହେମନ୍ତଙ୍କୁ ଇଡି ଅଧିକାରୀ ପଚରାଉଚରା କରୁଥିବା ସୂଚନା ମିଳିଛି । ସେପଟେ ସୋରେନଙ୍କ ଘର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଇଡିର ପଚରାଉଚରା ଭିତରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ପକ୍ଷରୁ ଶକ୍ତି ପ୍ରଦର୍ଶନ କରାଯାଇଛି । ଦଳର ବିଧାୟକ ମାନେ ମୁଖ୍ୟମନ୍ତ୍ରୀ ସୋରେନଙ୍କ ଘର ପାଖରେ ଏକାଠି ହୋଇଥିଲେ । ତେବେ କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ସୋରେନଙ୍କ ଘର ଚାରିପାଖରେ ୧୪୪ ଧାରା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ