Masthead

ମହିଳାମାନଙ୍କ ପାଇଁ ଅର୍ଥମନ୍ତ୍ରୀଙ୍କ ବଡ ବଜେଟ୍ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହିଳାଙ୍କ ପାଇଁ ବଜେଟ୍ ଘୋଷଣା କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦେଶର ମହିଳାମାନଙ୍କ ପାଇଁ ଅନେକ ଯୋଜନା ଚାଲିଛି ଯାହା ସେମାନଙ୍କର ଆର୍ଥିକ ଏବଂ ସାମାଜିକ ବିକାଶ ଦିଗରେ ଆଗେଇ ଆସୁଛି । ଲକ୍ଷପତି ଦିଦି ଯୋଜନା ଅଧୀନରେ ଦେଶରେ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି । ୮୩ ଲକ୍ଷ ଏସ୍‌ଏଚ୍‌ଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି ।

ଅଙ୍ଗନଓ୍ବାଡି ସେଣ୍ଟରକୁ ଅପଗ୍ରେଡ କରାଯିବ। ଆଶାକର୍ମୀ, ଅଙ୍ଗନଓ୍ବାଡିକର୍ମୀ ଓ ସହକର୍ମୀଙ୍କୁ ଆୟୁଷ୍ମାନ ଯୋଜନାରେ ଲାଭ ମିଳିବ। ସେମାନଙ୍କୁ ଆୟୁଷ୍ମାନ ଭାରତରେ ସାମିଲ୍‌ କରାଯିବ। ସର୍ଭାଇକାଲ କ୍ୟାନସରକୁ ପ୍ରତିରୋଧ ପାଇଁ ଟୀକାକରଣ ବୃଦ୍ଧି କରାଯିବ। ସବୁ ଅଞ୍ଚଳରେ ନାନୋ ଡିଏପି ବ୍ୟବହାର କରାଯିବ। ୯ ରୁ ୧୪ ବର୍ଷ ବୟସର ବାଳିକାମାନଙ୍କୁ ଗର୍ଭାଶୟ କର୍କଟ ଟିକା ଦିଆଯିବ ଯାହା ଦ୍ୱାରା କର୍କଟ ରୋଗକୁ ରୋକାଯାଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼