Masthead

ହେମନ୍ତ ସୋରେନ ମାମଲା, ଆଜି ସୁପ୍ରିମ ଶୁଣାଣି

ଝାଡଖଣ୍ଡ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମାମଲା । ଆଜି ହେବ ସୁପ୍ରିମକୋର୍ଟରେ ଶୁଣାଣି । ଗିରଫଦାରୀ ବିରୋଧରେ ହେମନ୍ତ ସୋରେନ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି । ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ଏମ. ଏମ. ସୁନ୍ଦରେଶ ଓ ଜଷ୍ଟିସ ବେଲା ଏମ୍ ତ୍ରିବେଦୀଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ ସକାଳ ସାଢ଼େ ୧୦ଟାରେ ଏହି ମାମଲାର ଶୁଣାଣି କରିବେ ।

ଇଡିର ଗିରଫଦାରୀକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଥିଲେ ହେମନ୍ତ ସୋରେନ । ସୋରେନ୍ ତାଙ୍କ ଆବେଦନରେ କେନ୍ଦ୍ର ସରକାରଙ୍କୁ ପକ୍ଷଭୁକ୍ତ କରିଛନ୍ତି । ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗୁରୁବାର ଝାଡଖଣ୍ଡ ହାଇକୋର୍ଟ ଦିନିକିଆ ବିଚାର ବିଭାଗୀୟ ହାଜତକୁ ପଠାଇଥିଲେ । ସୋରେନଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ ଇଡି ଆବେଦନ କରିଥିଲା । ତେବେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ