Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ

ଧାମନଗର (ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜଣେ ମୃତ, ତିନି ଆହତ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଧାମନଗର ୧୬ନଂ ଜାତୀୟ ରାଜପଥ ବିଷ୍ଣୁପୁର ପାଖରେ । ଘଟଣାସ୍ଥଳରେ ଜଣେ ମୃତ୍ୟୁ ହୋଇଥିବା ବେଳେ ତିନି ଆହତ ହେଇଥିବା ସୂଚନା ମିଳିଛି । ଆହତଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମେଡିକାଲ ପଠାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ କ୍ଷତିପୂରଣ ପାଇଁ ରାସ୍ତାରୋକ କରିଛନ୍ତି ସ୍ଥାନୀୟ ଲୋକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ