Masthead

ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲଙ୍କ ଘରେ ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ଟିମ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲଙ୍କ ଘରେ ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ଟିମ୍‌ । ଏହାପୂର୍ବରୁ ଶୁକ୍ରବାର ମଧ୍ୟ କ୍ରାଇମବ୍ରାଞ୍ଚ ଟିମ ନୋଟିସ ଦେବାକୁ କେଜ୍‌ରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। କିନ୍ତୁ ନୋଟିସ ଗ୍ରହଣ ନ କରିବାରୁ ଦିଲ୍ଲୀ ପୋଲିସ ରାତିରେ ସେଠାରୁ ଫେରି ଆସିଥିଲା। ବର୍ତ୍ତମାନ ପୋଲିସ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ସୁରକ୍ଷା ବୃଦ୍ଧି କରିଛି। କେଜରିୱାଲ ଆଣିଥିବା ଅଭିଯୋଗର ସତ୍ୟତା ଜାଣିବାକୁ ପହଞ୍ଚିଲେ ଟିମ୍ । ୭ ଆପ୍‌ ବିଧାୟକଙ୍କୁ ବିଜେପି ପ୍ରଲ୍ଲୋଭିତ କରୁଛି କହିଥିଲେ କେଜରିୱାଲ ଅଭିଯୋଗର ସତ୍ୟତା ପ୍ରମାଣ ପାଇବାକୁ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଟିମ୍‌ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା