ବିକାଶର ଦିଗରେ ଭାରତ ଆଗକୁ ବଢୁଛି: ନବୀନ ପଟ୍ଟନାୟକ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ନୂଆ ବିକାଶ ଆଡକୁ ଗତି କରୁଛି ବୋଲି ସମ୍ବଲପୁର ଆଇଆଇଏମ୍ ର ପ୍ରଧାନମନ୍ତ୍ରୀ ଶୁଭ ଉଦଘାଟନ କରିବା ସମୟରେ ନିଜର ଅଭିଭାଷଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଇଆଇଏମର ଶୁଭ ଉଦଘାଟନ ନେଇ ଛାତ୍ର ଛାତ୍ରଙ୍କୁ ଶୁବେଚ୍ଛା ଜଣାଇବାସହ ସେ କହିଛନ୍ତି ଭାରତର ଏକ ସୁବଣ୍ଣ ସମୟ ଆସିଛି । ଭାରତର ଯୁବପିଡି ନୂତନ ଶିକ୍ଷା ଗ୍ରହଣ କରୁଛନ୍ତି । କୋଟି କୋଟି ଯୁବପିଡି ଉଚ୍ଚ ଶିକ୍ଷିତ ହେଉଛନ୍ତି । ଏନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ନବୀନ ପଟ୍ଟନାୟକ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’