Masthead

ଉଦଘାଟିତ ହେଲା ୨୪ଘଣ୍ଟିଆ ସ୍ୟାଟେଲାଇଟ ନ୍ୟୁଜ୍ ଚ୍ୟାନେଲ ‘ବଡ଼ ଖବର’

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଅବହେଳିତ, ନିଷ୍ପେସିତ ଜନତାର ବନ୍ଧୁ ୨୪ ଘଣ୍ଟିଆ ସ୍ୟାଟେଲାଇଟ ନ୍ୟୁଜ୍ ଚ୍ୟାନେଲ ‘ବଡ଼ ଖବର’ ଆଜି ବିଜୟା ଦଶମୀରେ ଉଦଘାଟିତ ହୋଇଯାଇଛି । ଭକ୍ତିମୟ ପରିବେଶରେ ‘ବଡ଼ ଖବର’ର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶରଣାପନ୍ନ ହୋଇ ଏହି ସ୍ୟାଟେଲାଇଟ ୨୪x୭ ନ୍ୟୁଜ୍ ଚ୍ୟାନେଲକୁ ଉଦଘାଟନ କରିଛନ୍ତି ।

ଭୁବନେଶ୍ୱର ଟଙ୍କପାଣି ଛକ ନିକଟସ୍ଥ ଆଇବିଏଲ ହାଉସ୍ ପରିସରରେ ଅନୁଷ୍ଠିତ ପୂଜାପାଠ ଓ ଯଜ୍ଞରେ ମୁଖ୍ୟ ପୁରୋଧା ଥିଲେ ପ୍ରଭୁ ଶ୍ରୀଜଗନ୍ନାଥ । ଶ୍ରୀଜିଉଙ୍କ ଆଶ୍ରିତ ତଥା ବଡ଼ ଖବରର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ପୂଜାପାଠ ଓ ଯଜ୍ଞରେ ଥିଲେ କର୍ତ୍ତା । ମନ୍ତ୍ର ଧ୍ୱନିରେ କମ୍ପିଥିଲା ସମଗ୍ର ପରିବେଶ । ‘ବଡ଼ ଖବର’ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ରହି ବିଭୁବନ୍ଦନା କରିବା ସହ ଏହି ଚ୍ୟାନେଲକୁ ଆଗେଇ ନେବା ପାଇଁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶିଷ ଭିକ୍ଷା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ