Masthead

ବକେୟା ଦାବି ନେଇ ରାତି ସାରା ଧାରଣାରେ ଦିଦି

କୋଲକାତା (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ଦେଉନାହାନ୍ତି ବକେୟା । ରାତି ସାରା ଧାରଣାରେ ବସି ରହିଲେ ଦିଦି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଭିନ୍ନ ସମାଜ କଲ୍ୟାଣ ଯୋଜନା ଲାଗି କେନ୍ଦ୍ର ସରକାରଙ୍କ ଉପରେ ପଶ୍ଚିମବଙ୍ଗର ଥିବା ବକେୟା ଦାବି ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଭୀମରାଓ ଆମ୍ବେଦକରଙ୍କ ମୂର୍ତ୍ତୀ ସମ୍ମୁଖରେ ଧାରଣାରେ ବସିଛନ୍ତି। ଆଜି ମଧ୍ୟ ଧାରଣା ଜାରି ରହିଛି ଧାରଣା ।

ଥଣ୍ଡା ପଡ଼ୁଥିବା ସତ୍ତ୍ୱେ ଶୁକ୍ରବାର ରାତିସାରା ସେ ଧାରଣାସ୍ଥଳରେ ବସି ରହିଥିଲେ। ତାଙ୍କ ସହ ମନ୍ତ୍ରୀ ଫିରହାଦ ହାକିମ୍‌ ଏବଂ ଅରୁପ୍‌ ବିଶ୍ୱାସ ସମେତ ଅନେକ ନେତା ମଧ୍ୟ ଥିଲେ। ବିଜେପି ସରକାର ପଶ୍ଚିମବଙ୍ଗର ମନରେଗା ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମେତ ଅନ୍ୟ କଲ୍ୟାଣକାରୀ ଯୋଜନା ଆଦି ଲାଗି ହଜାର ହଜାର କୋଟି ଟଙ୍କା ବକେୟା ରଖିଥିବା ମମତା ଦାବି କରି ଆସୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ୧୨ ଜିଲ୍ଲାକୁ ସତର୍କ ସୂଚନା 🔴 ବିନା ଫିଟନେସରେ ଗାଡ଼ି ଚଳାଉଥିଲେ ସାବଧାନ 🔴 ଏଥର UPI କଲେ କଟିବ ଟଙ୍କା! 🔴 ‘ଖୁବଶୀଘ୍ର ପିଲାଙ୍କୁ ମିଳିବ ନୂଆ ସଠିକ୍ ବହି’ 🔴 ଛାତ୍ରାବାସ ରାଗିଙ୍ଗ ଘଟଣା, ୭ଜଣ ପିଲାଙ୍କ ନାମରେ ମାମଲା ରୁଜୁ