Masthead

ବିଧାନସଭାରେ ରଘୁବରଙ୍କ ପ୍ରଥମ ଅଭିଭାଷଣ, ଷୋଡଶ ବିଧାନସଭାର ଶେଷ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କାଲି ବିଧାନସଭାରେ ଆରମ୍ଭ ହେବ ବଜେଟ ଅଧିବେଶନ । ଅଧିବେଶନର ପ୍ରଥମ ଦିନରେ ଅଭିଭାଷଣ ରଖିବେ ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ରାଜ୍ୟପାଳ ଭାବରେ ଓଡ଼ିଶା ବିଧାନସଭାରେ ଏହା ରଘୁବରଙ୍କ ହେବ ପ୍ରଥମ ଅଭିଭାଷଣ ।

ରଘୁବର ଓଡ଼ିଶା ସାରା ବୁଲି ବୁଲି ଲୋକଙ୍କ ସମସ୍ୟା ଶୁଣୁଛନ୍ତି । ତେଣୁ ବିଧାନସଭାରେ ତାଙ୍କର ପ୍ରଥମ ଅଭିଭାଷଣରେ ସେ କଣ କହିବେ ତାହା ଚର୍ଚ୍ଚାର ବିଷୟ ହୋଇଛି । ଏହି ଅଧିବେଶନ ୫ ତାରିଖରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଗୁରୁବାର ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ କରିବେ । ଏହି ଅଧିବେଶନ ହେଉଛି ଷୋଡଶ ବିଧାନସଭାର ଶେଷ ଅଧିବେଶନ । ସେହି ଦୃଷ୍ଟିରୁ ସବୁ ବିଧାୟକଙ୍କ ପାଇଁ ଏହା ଖୁବ୍ ମହତ୍ୱପୂର୍ଣ୍ଣ ମଧ୍ୟ । କାରଣ ଏହାପରେ ନିର୍ବାଚନ ହେବ ଯିଏ ବିଧାୟକ ଭାବରେ ଜିତିବେ ସେପୁଣି ବିଧାନସଭା ଆସିବାକୁ ସୁଜଗ ପାଇବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ପାଇଁ ଗୁଇନ୍ଦାଗିରୀ କରି ଗିରଫ ହେଲେ ଆଉ ଜଣେ ଭାରତୀୟ 🔴 ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ 🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍ 🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ପାକିସ୍ତାନ ପାଇଁ ଗୁଇନ୍ଦାଗିରୀ କରି ଗିରଫ ହେଲେ ଆଉ ଜଣେ ଭାରତୀୟ 🔴 ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ 🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍ 🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 🔴 ଇସ୍ରାଏଲ-ଇରାନ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ