Masthead

୫ ଗାଡ଼ିକୁ ପିଟିଲା ଟ୍ରକ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ସିରିଜ ଦୁର୍ଘଟଣା ।୫ ଗାଡ଼ିକୁ ପିଟିଲା ଟ୍ରକା କେନ୍ଦୁଝର ଜୁଡ଼ିଆ ସାମଲ ମୋଟର ସମ୍ମୁଖରେ ହୋଇଛି ସିରିଜ୍ ଦୁର୍ଘଟଣା । ୨ଟି ଟ୍ରକ୍ ଓ ୩ଟି ବାଇକ୍କୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ଦୁର୍ଘଟଣାରେ ୩ଟି ବାଇକ୍ ଭାଙ୍ଗି ଚୁରମାର ହୋଇଯାଇଛି । ଏହା ସହ ତିନି ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି