Masthead

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ  

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଅଧିବେଶନ  । ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ  ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ।  ପ୍ରାରମ୍ଭରେ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କଲେ ।  ରାଜ୍ୟପାଳ କହିଛନ୍ତି ୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ  ହୋଇଛି ଏହା  ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ ।

ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ।  ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି । ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ହୋଇଛି ।

ଫାଇଭ୍‌-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ । ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି । ୧୧୩.୭୬ ରେସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛ । ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା