ଲୋକେ ଜଳକଷ୍ଟ ଭୋଗୁଛନ୍ତି, ଭୋଗିବେ ମଧ୍ୟ: ମୋହନ ମାଝୀ

https://youtube.com/live/T4pYtJtSaSY?feature=share

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାନୀୟ ଜଳ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ଅସନ୍ତୋଷ ଝାଡିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ । କହିଲେ ଖୋଦ୍ ବିଭାଗୀୟ ମନ୍ତ୍ରୀଙ୍କ ଅଞ୍ଚଳରେ ବି ପାନୀୟ ଜଳରୁ ବଞ୍ଚିତ ହେଉଛନ୍ତି ଲୋକେ। ମନ୍ତ୍ରୀ କେମିତି କହୁଛନ୍ତି ବର୍ଷକ ଭିତରେ ଶେଷ କରିବେ। ପ୍ରତିଶତ ହାର ଦେଖିଲେ ଲାଗୁଛି ଜଳକଷ୍ଟ ଲୋକେ ଭୋଗୁଛନ୍ତି ଭୋଗିବେ ମଧ୍ୟ।

ଯାହାର ଉତ୍ତରରେ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି ସରକାର ପ୍ରତିଶ୍ରୁତି ବଦ୍ଧ । ପ୍ରତ୍ୟେକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି ସମସ୍ତଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ। ସଦସ୍ୟ ପଚାରିଥିବା ପ୍ରଶ୍ନର ଉତ୍ତର ହୁଏତ ପୁରୁଣା ହୋଇଥିବା। ତଥାପି ମୁଁ ସଦସ୍ୟଙ୍କ ସହ ଆଲୋଚନା କରିବା ସହ ଉତ୍ତରକୁ ମେଳାପ କରିବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ