Masthead

ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ରେଡ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ରେଡ୍ । ବୈଭବ କୁମାରଙ୍କ ଘରେ ଇଡିର ଚଢାଉ । ମନିଲଣ୍ଡରିଂ ମାମଲାରେ ରେଡ୍ କରୁଛି ଇଡି । ଜଳ ବୋର୍ଡର ପୂର୍ବତନ ସଦସ୍ୟ ସଲାଭ କୁମାରଙ୍କ ଘରେ ବି ରେଡ୍ । ସାଂସଦ ଏନଡି ଗୁପ୍ତାଙ୍କ ଘରେ ବି ଚଢାଉ ହୋଇଛି । ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨ଟି ସ୍ଥାନରେ ଚଢାଉ କରିଥିବା ନେଇ ବିଶେଷ ସୂତ୍ରରୁ ପ୍ରକାଶ ପାଇଛି।

ଦିଲ୍ଲୀ, ଚଣ୍ଡିଗଡ଼ ଏବଂ ବାରଣାସୀର ୧୨ରୁ ଅଧିକ ସ୍ଥାନରେ ଚଢାଉ ଜାରି ରଖିଥିଲେ। ସୂଚନା ଅନୁସାରେ, ଜଳ ବୋର୍ଡରେ ହୋଇଥିବା ଘୋଟାଲା ଉପରେ ତଦନ୍ତ କରୁଛି ଇଡି। ସିବିଆଇ ଦ୍ୱାରା ପଞ୍ଜୀକୃତ ହୋଇଥିବା ଦୁଇଟି ମାମଲାରେ ଅର୍ଥ ହେରଫେରର ଯାଞ୍ଚ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ମାମଲାରେ ଜଳ ବୋର୍ଡର ଦୁଇଜଣ ପୂର୍ବତନ ମୁଖ୍ୟ ଇଞ୍ଜିନିୟରଙ୍କୁ ଗିରଫ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର!