Masthead

ଦକ୍ଷିଣ ଆଫ୍ରିକାକୁ ୨ ୱିକେଟରେ ହରାଇ ଫାଇନାଲରେ ଭାରତ

 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଣ୍ଡର ୧୯ ବିଶ୍ୱକପ ଫାଇନାଲରେ ଭାରତ। ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୨ ୱିକେଟରେ ହରାଇ ଫାଇନାଲରେ ଭାରତ । ୯ମ ଥର ପାଇଁ ଅଣ୍ଡର ୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି ଭାରତ । ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୪୫ ରନର ଟାର୍ଗେଟ ଦେଇଥିଲା । ଯାହାର ପିଛା କରିଥିବା ଭାରତୀୟ ଦଳ ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।

ଏପରିକି ୩୨ ରନରେ ଚତୁର୍ଥ ୱିକେଟ ହରାଇଥିଲା ଭାରତ। ତଥାପି ୭ଟି ବଲ୍ ବାକି ଥାଇ ଟାର୍ଗେଟ ରନ୍ ହାସଲ କରି ଦେଇଛି ଟିମ୍ ଇଣ୍ଡିଆ। ମ୍ୟାଚରେ ଧୂଆଧାଁର ବ୍ୟାଟିଂ କରି ସାମ୍ନାକୁ ଆସିଛନ୍ତି ଆଉ ଜଣେ ସଚିନ୍। ଟିମ୍ ର ସଚିନ୍ ଧସଙ୍କ ଧୂଆଁଧାର ୯୬ ରନ୍ ସାରା ବିଶ୍ୱର କ୍ରୀଡ଼ା ପ୍ରେମୀଙ୍କ ନଜର ଆକର୍ଷିତ କରିଛି। ମ୍ୟାଚ୍ ଜିତି ପ୍ରଥମ ଟିମ ଭାବେ ବିଶ୍ୱକପରେ ପ୍ରବେଶ କରିଛି ଅଣ୍ଡର-୧୯ ଟିମ ଇଣ୍ଡିଆ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ