Masthead

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି। ଆଜିଠାରୁ ଫେବ୍ରୁଆରି ୧୫ ଯାଏ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବ୍ରୁଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ। ୨୭ ଫେବୃଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ।

ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ। ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ। ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ୟ୍ୟ କାଳ ସରୁଛି। ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ